ଓଡ଼ିଶାକୁ ନିପା ବ୍ୟାପିନି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

0

ଓଡ଼ିଆ ନ୍ୟୁଜ୍: ପଶ୍ଚିମବଙ୍ଗରେ ନିପା ଭାଇରସରେ ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣା।କେନ୍ଦ୍ର ଏ ଯାଏଁ ନିର୍ଦ୍ଦେଶନାମା ଜାରି କରିନି କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ।‘ଯାହା ୨୦୨୩ରେ ମାର୍ଗଦର୍ଶିକା ଆସିଥିଲା, ତାହା ପାଳନ କରାଯାଉ’। କେନ୍ଦ୍ର ନିର୍ଦ୍ଦେଶ ନ ଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ହେବ ନାହିଁ।ଭାରତ ସରକାରଙ୍କ ଟିମ୍‌ ପଶ୍ଚିମବଙ୍ଗ ଯାଇ କାମ କରୁଛନ୍ତି।‘ଓଡ଼ିଶାରେ ନିପା ଭାଇରସ୍‌ ରୋଗୀ ଚିହ୍ନଟ ହୋଇନାହାନ୍ତି।ଓଡ଼ିଶାକୁ ଏଯାଏଁ ବ୍ୟାପିନି, ତେଣୁ ଓଡ଼ିଶା ଭୟ କରିବା ଦରକାର ନାହିଁ।

୨୦୨୩ ମାର୍ଗଦର୍ଶିକାକୁ ପାଳନ କରାଯାଉଛି । କେନ୍ଦ୍ର ନିର୍ଦ୍ଦେଶ ନ ଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ହେବାର ନାହିଁ । ଓଡ଼ିଶାରେ ନିପା ଭାଇରସ ରୋଗୀ ଚିହ୍ନଟ ହୋଇନି । ଭାରତ ସରକାରଙ୍କ ଏକ ଟିମ ପଶ୍ଚିମ ବଙ୍ଗ ଯାଇ କାମ କରୁଛନ୍ତି । ଓଡ଼ିଶା ସରକାର ଵି କେନ୍ଦ୍ର ସହ ଯୋଗାଯୋଗରେ ଅଛନ୍ତି । ପଶ୍ଚିମ ବଙ୍ଗରେ ମାତ୍ର ଦୁଇଟି ମାମଲା ଆସିଛି ହେଲେ ବ୍ୟାପିବାର ଖବର ଆସିନାହିଁ ।

Leave A Reply

Your email address will not be published.