ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି । ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ।  ସେହିପରି ୨୦ ଫେବ୍ରୁଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ । ୨୭ ଫେବ୍ରୁଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ ।

ସେହିଦିନ ଅପରାହ୍ଣ ୫ ଟାରୁ ଭୋଟ ଗଣତି କରାଯିବ । ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ । ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି। ଏହିସବୁ ସାଂସଦଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୩ ତାରିଖରେ ଶେଷ ହେଉଛି।

ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି। ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି।

Leave A Reply

Your email address will not be published.