ବିହାର ବିଧାନସଭା ସହ ହେବ ନୂଆପଡ଼ା ଉପନିର୍ବାଚନ

0

ଓଡ଼ିଆ ନ୍ୟୁଜ୍: ବିହାର ବିଧାନସଭା ସହ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସୂଚନା ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି କରିବା ନେଇ ସୂଚନା ବି ଦେଇଛନ୍ତି। ୩୨୦ ଆଇଏଏସ୍‌ଙ୍କ ୬୦ ଆଇପିଏସ୍‌ ଏବଂ ୯୦ ଆଇଆର୍‌ଏସ୍‌ ସହ ମୋଟ୍‌ ୪୭୦ ପର୍ଯ୍ୟବେକ୍ଷକ ନିଯୁକ୍ତି ହେବେ।

ଭାରତ ନିର୍ବାଚନ ଆୟୋଗ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.