ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ oct 25 /2022 ମଂଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କ ସେବା ବନ୍ଦ ରହିବ।