ଆଜି ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜି ଦିନିକିଆ ପଶ୍ଚିମବଙ୍ଗ ଗସ୍ତ କାର୍ଯ୍ୟକ୍ରମ।ମେଦିନୀପୁରର ଏକ ଜନସଭାକୁ ସମ୍ବୋଧିତ କରିବେ।

ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗରେ ହେବାକୁ ଥିବା ପରିବର୍ତ୍ତନ ଯାତ୍ରା ସମାବେଶ ଓ ଜନସଭାରେ ଯୋଗ ଦେବେ ।ଏପିରିକି ମେଦିନୀପୁରର ମୋୟନା ନିର୍ବାଚନ ମଣ୍ଡଳୀରେ ଆୟୋଜିତ ଜନସଭାକୁ ବି ସମ୍ଭୋଧନ କରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.