ଆକ୍ସନ ମୁଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଆକ୍ସନ ମୁଡରେ ମୁଖ୍ୟମନ୍ତ୍ରୀ ନବୀନ। ୫ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଓ ଅପାରଗତା ପାଇଁ ୫ ଜଣଙ୍କୁ ବିଦା କରିଛନ୍ତି ସରକାର।  ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ,ଯାହା ପୂର୍ବରୁ ମଧ୍ୟ ବହୁବାର ଦେଖିବାକୁ ମିଳିଛି ।

ଅଙ୍ଗନବାଡ଼ି ସୁପରଭାଇଜର ପ୍ରତିମା ସାହୁଙ୍କ ସମେତ ବାଲିକୁଦା ବ୍ଲକ ସିଡିପିଓ ସରଳା ଦେଇ, ଅନୁଗୁଳ ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା ଏବଂ କେନ୍ଦୁଝର ତହସିଲ ରେଭିନ୍ୟୁ ସୁପରଭାଇଜରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ପର୍ଯ୍ୟନ୍ତ ୧୪୬ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇସାରିଛି।

Leave A Reply

Your email address will not be published.