IAS ସ୍ତରରେ ଅଦଳବଦଳ

0

ଓଡ଼ିଆ ନ୍ୟୁଜ୍: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ବ।ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ। ପ୍ରେମଜିତ୍ ନାୟକ ST/SC ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ।ପି. ଅନ୍ୱେଷା ରେଡ୍ଡୀଙ୍କୁ IGR କଟକର ଅତିରିକ୍ତ ଦାୟିତ୍ୱ।ଏହି ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।

Leave A Reply

Your email address will not be published.