୩ ଅର୍ଥନୈତିକ ଜୋନ୍ ହେବ ଓଡ଼ିଶା: ଉଷା ପାଢ଼ୀ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ।ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍‌’। କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ହେବ, ସରକାର ପ୍ଲାନ୍ ରଖିଛନ୍ତି।ସୁନାବେଡ଼ା, କୋରାପୁଟ୍, ବରଗଡ଼, ସମ୍ବଲପୁରକୁ ନେଇ ହେବ ଅନ୍ୟ ଏକ ଜୋନ୍।ଉତ୍ତରରେ ବି ରାଉରକେଲା, କେନ୍ଦୁଝର, ବଡ଼ବିଲକୁ ନେଇ ହେବ ୩ୟ ଜୋନ୍। ରାଜ୍ୟର ଜିଡିପିରେ ପ୍ରମୁଖ ଦାୟିତ୍ବ ନେଇଥିବା ସହରମାନଙ୍କୁ ନେଇ ହେବ ଜୋନ୍।କେବଳ ସହରାଞ୍ଚଳ ନୁହେଁ, ଅର୍ଥନୈତିକ କାରବାର ବୃଦ୍ଧି ସରକାରଙ୍କ ଲକ୍ଷ୍ୟ।

Leave A Reply

Your email address will not be published.