OPSC ରେଜଲ୍ଟ: ପ୍ରିୟାଂଶୁ ପାଲ୍ ଟପ୍ପର

0

ଓଡ଼ିଆ ନ୍ୟୁଜ୍: ପ୍ରକାଶ ପାଇଲା ୨୦୨୩ OCS ପରୀକ୍ଷା ଫଳ।ପ୍ରିୟାଂଶୁ ପାଲ୍ OAS ଟପ୍ପର। ଦ୍ବିତୀୟ ସ୍ଥାନରେ ଅନନ୍ୟା ମିଶ୍ର, ତୃତୀୟ ସ୍ଥାନରେ ଶୋଭନ ପଟ୍ଟନାୟକ। ଟପ୍‌ ଟେନ୍‌ରେ ଅନନ୍ୟା ମିଶ୍ର ଏକମାତ୍ର ମହିଳା। ୩୯୮ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା।

ଓପିଏସ୍‌ସି ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍‌) ପରୀକ୍ଷା ୨୦୨୩ର ମୁଖ୍ୟ ପରୀକ୍ଷା ୨୦୨୫ ଏପ୍ରିଲ ୧୯, ୨୦, ୨୨, ୨୪, ୨୭ ଓ ମେ’ ମାସ ୧୫ ତାରିଖରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପରୀକ୍ଷାର୍ଥୀମାନେ ୨୦୨୫ ସେପ୍ଟେମ୍ବର ୬ ଓ ୧୮ ତାରିଖରେ ପରସନାଲିଟି ଟେଷ୍ଟ ଦେଇଥିଲେ। ଏହି ପରୀକ୍ଷା ପରେ ଓପିଏସ୍‌ସି ୩୯୮ ଜଣ ପ୍ରାର୍ଥୀଙ୍କୁ ଚୟନ କରିଛି। ଏଥିରେ ୧୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

Leave A Reply

Your email address will not be published.