ଓଟିଭି ଚିଫ୍ ରିପୋର୍ଟର୍ ଅରିନ୍ଦମଙ୍କ ଦେହାନ୍ତ

0

ମୁଣ୍ଡଳୀରେ ହାତୀକୁ ବଞ୍ଚାଇବାକୁ ଯାଇ ବୋଟ୍ ଓଲଟି ପଡ଼ିଥିଲା । ତେବେ ସେମାନଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖାଯାଇଥିଲା । ଏହା ଭିତରେ ସୂଚନା ମିଳିଛି ଯେ, ବୋଟ୍ ରେ ଓଟିଭିର ଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଯାଇଛି । ଅରିନ୍ଦମ୍ ଙ୍କ ମୃତ୍ୟୁ କୁ ନେଇ ଏସସିବି ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି । କିନ୍ତୁ ତାଙ୍କ ସହିତ ଅନ୍ୟ ଓଟିଭି ପ୍ରତିନିଧି ସୁସ୍ଥ ଅଛନ୍ତି । ସେ ବର୍ତ୍ତମାନ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

Leave A Reply

Your email address will not be published.