ଓଡ଼ିଆ ନ୍ୟୁଜ୍: ବର୍ଦ୍ଧିତ ଦରମାକୁ ନବୀନଙ୍କ ନା ପ୍ରସଙ୍ଗ; କଂଗ୍ରେସ ବିଧାୟକ ପବିତ୍ର ସାଉଁତାଙ୍କ ପ୍ରତିକ୍ରିୟା।ବିଧାୟକଙ୍କ ବର୍ଦ୍ଧିତ ଦରମା ବିଲ୍କୁ ବିଜେଡି କାହିଁକି ସମର୍ଥନ କଲା ପଚାରିଲେ।ବିରୋଧୀଦଳ ନେତା ବର୍ଦ୍ଧିତ ଦରମା ନ ନେବା ଘୋଷଣା ବିଜେଡିର ଦୋମୁହାଁ ନୀତି। ବିଜେଡି ସଦସ୍ୟ ଓ ବିରୋଧୀଦଳ ମୁଖ୍ୟ ସଚେତକ ବିଲକୁ ସମର୍ଥନ କରିଥିଲେ।ପଲିଟିକାଲ୍ ଷ୍ଟଣ୍ଟ ପାଇଁ ଦରମା ନେବି ନାହିଁ ବୋଲି ନବୀନ କହୁଛନ୍ତି: ପବିତ୍ର। ‘ବିରୋଧୀଦଳ ନେତାଙ୍କ ପାଖରେ ଅପର୍ଯ୍ୟାପ୍ତ ସମ୍ପତ୍ତି ଅଛି’।’ସେ ୨୪ ବର୍ଷ ମୁଖ୍ୟମନ୍ତ୍ରୀ ଓ ତାଙ୍କ ବାପା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ’।
ପୂର୍ବତନ ବିଧାୟକମାନଙ୍କ ପାଇଁ ବର୍ଦ୍ଧିତ ଦରମା ଏକ ବରଦାନ ସଦୃଶ।ନବୀନ ବାବୁ ଦୋମୁହାଁ ନୀତି ନ କରି ସରକାରଙ୍କୁ ସ୍ୱାଗତ କଲେ ଭଲ ହେବ।ତାଙ୍କ ଦଳ ନେତା କହୁଛନ୍ତି ଦରମା ବଢିବା ଠିକ୍, କାରଣ ପଇସା ନାହିଁ।ନବୀନ ଦଳ ଭିତରେ ପ୍ରଥମେ ଆଲୋଚନା କରି ସାମ୍ନାକୁ ଆସନ୍ତୁ: ପବିତ୍ର।