ଘରେ ଲୁଚାଇ ରଖିଥିଲେ ବାଘଛାଲ ଓ ହରିଣ ଶିଙ୍ଗ, ୩ ଜଣଙ୍କୁ ବାନ୍ଧିଲା ବନ ବିଭାଗ

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଘରେ ଲୁଚାଇ ରଖିଥିଲେ ବାଘଛାଲ ଓ ହରିଣ ଶିଙ୍ଗ, ୩ ଜଣଙ୍କୁ ବାନ୍ଧିଲା ବନ ବିଭାଗ । ଭାବିଥିଲେ କେହି ଜାଣିପାରିବେନି। ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇ ରାତିଅଧରେ ଚଢ଼ାଉ କରି ବାଘ ଛାଲ, ହରିଣ…
Read More...

ପୂର୍ବତନ ଯୋଗାଣ ଅଧିକାରୀଙ୍କ ଅମାପ ସମ୍ପତ୍ତି, ଭୁବନେଶ୍ୱରରେ ଅଛି ୫ କୋଠା

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ):ପୂର୍ବତନ ଯୋଗାଣ ଅଧିକାରୀଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବ୍ରଜେନ୍ଦ୍ର ନାୟକଙ୍କ ୫ଟି ଠିକଣାରେ ଚାଲିଛି ଭିଜିଲାନ୍ସ ରେଡ । ଚଢ଼ାଉ ବେଳେ ତାଙ୍କର…
Read More...

ବାହାନଗା ଟ୍ରେନ ଦୁର୍ଘଟଣାରେ ଆଖି ବୁଜିଲେ ଆଉ ଜଣେ ଗୁରୁତର, ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହି ଘଟଣାରେ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ…
Read More...

ବାହାନଗା ଟ୍ରେନ୍‌ ଟ୍ରାଜେଡି: ଦକ୍ଷିଣପୂର୍ବ ରେଳବାଇ ଏଜିଏମ୍ ଅତୁଲ୍ୟ ସିହ୍ନାଙ୍କ ବଦଳି

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ବାହାନଗା ଟ୍ରେନ୍‌ ଟ୍ରାଜେଡିରେ ଗୁରୁବାର ଦକ୍ଷିଣପୂର୍ବ ରେଳବାଇର ଅତିରିକ୍ତ ଜେନେରାଲ ମ୍ୟାନେଜର(ଏଜିଏମ) ଅତୁଲ୍ୟ ସିହ୍ନାଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ପ୍ରାୟ ଦୁଇ ସପ୍ତାହ ପରେ ରେଳବାଇ…
Read More...

ଜୀ-ସାର୍ଥକର ‘ରଜ କୁଇନ୍‌ ୨୦୨୩’ ଏବେ ସମସ୍ତ ଓଡିଆଙ୍କ ପସନ୍ଦର ରିଏଲିଟି ସୋ

ଏଥର ଓଡ଼ିଶା ଟେଲି ଦୁନିଆର ସବୁଠାରୁ ଲୋକପ୍ରିୟ ରିଏଲିଟି ସୋ ହୋଇଛି ଜୀ ସାର୍ଥକର 'ରଜ କୁଇନ୍‌–ଉଡ଼ିଯା…ଆକାଶଟା ତୋ'ର' | ରାଜ୍ୟର ସଂସ୍କୃତି ଓ ପରମ୍ପରାକୁ ନେଇ ଏହି ଲୋକପ୍ରିୟ ରିଏଲିଟି ସୋ ଏପ୍ରିଲ୍ ୨୨ ରୁ ଆରମ୍ଭ ହୋଇ…
Read More...

ଜୀ-ସାର୍ଥକରେ ଦେଖନ୍ତୁ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ

ଜୀ-ସାର୍ଥକରେ ଦେଖନ୍ତୁ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଆସନ୍ତା ଜୁନ୍ ୨୦ତାରିଖ ସକାଳ ୬ଟା ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ | କେବଳ ରଥଯାତ୍ରା ନୁହେଁ ବରଂ ୨୮ ତାରିଖରେ ବାହୁଡା ଯାତ୍ରା ସକାଳ ୬ଟା…
Read More...

ଲ୍ୟାଣ୍ଡିଂ ବେଳେ ରନଓ୍ବେରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ, ଯାତ୍ରୀ ସୁରକ୍ଷିତ

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଗୁରୁବାର ଗୁଜରାଟର ଅହମ୍ମଦାବାଦରେ ଇଣ୍ଡିଗୋର ଏକ ବିମାନ ଅବତରଣ କରିବା ସମୟରେ ଟେଲ୍ ଷ୍ଟ୍ରାଇକର ସମ୍ମୁଖୀନ ହୋଇଥିଲା। ତେବେ ବେଙ୍ଗାଲୁରୁରୁ ଆସିଥିବା ଏହି ବିମାନଟି ସୁରକ୍ଷିତ ଭାବେ ଅବତରଣ…
Read More...

ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ, ଲୁପ୍ତପ୍ରାୟ ଲୋକକଳାକୁ ପୁନଃ ଉଜ୍ବୀବିତ କରିବାକୁ ଲୋକକଳା ଦିବସ…

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପ ଠାରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ ହୋଇଛି । ମାନ୍ୟବର ବିଜ୍ଞାନ ଓ କାରିଗରୀ କୌଶଳ, ସାଧାରଣ…
Read More...

‘ଜେଡ଼୍ ୱାନ୍‌’ ପରିସରରେ ବିଶ୍ୱସ୍ତରୀୟ କ୍ରୀଡ଼ା କମ୍ପେ୍ଲକ୍ସ ‘କ୍ଳବ୍ ଅମ୍ବର’ର ଉଦ୍‌ଘାଟନ କଲେ ଟେନିସ୍ କିମ୍ବଦନ୍ତୀ…

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ରାଜଧାନୀର ଜଣାଶୁଣା ଆବାସିକ କମ୍ପେ୍ଲକ୍ସ ‘ଜେଡ଼୍ ୱାନ୍‌’ ପରିସରରେ ଏକ ସଂପୂର୍ଣ୍ଣ ଅତ୍ୟାଧୁନିକ କ୍ରୀଡ଼ା ପରିସର ‘କ୍ଳବ ଅମ୍ବର’ ଉଦ୍‌ଘାଟିତ ହୋଇଛି । ଟେନିସ୍ କିମ୍ବଦନ୍ତୀ ଲିଆଣ୍ଡର ପେସ୍ ସମ୍ମାନିତ…
Read More...

ଅଭିନବ ଉପାୟରେ ରଜ ପାଳନ କଲା ଜୟ ଓଡ଼ିଶା ଗ୍ରୁପ୍, ୧୨ଟି ବସ୍ତି ଅଞ୍ଚଳରେ କୁନି କୁନି ପିଲାଙ୍କ ସହ କଲା ମଉଜ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡ଼ିଶାର ଗଣପର୍ବ ରଜ ପର୍ବ ପାଳନ କରିବା ପାଇଁ, ବିଭିନ୍ନ ଅଂଚଳରେ ବିଭିନ୍ନ ରଜ ମହୋତ୍ସବ ଅନୁଷ୍ଠିତ ହୋଇଥିବା ବେଳେ, ରାଜଧାନୀର ଭିନ୍ନ ଭିନ୍ନ ବସ୍ତି ବାସିନ୍ଦା ଙ୍କ ନିକଟରେ ସିଧାସଳଖ ପହଞ୍ଚି…
Read More...