ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ, ପୁଅଙ୍କୁ ପଛରେ ପକାଇଲେ ଝିଅ
ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ପ୍ରକାଶ ପାଇଛି ବହୁ ପ୍ରତିକ୍ଷିତ ମାଟ୍ରିକ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି । ଏଥର ୯୬.୪% ପାସ୍…
Read More...
Read More...