ଆଇଏଏସ୍ ସ୍ତରରେ ଅଦଳବଦଳ: ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ହେଲେ ସରୋଜ କୁମାର ସାମଲ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ମଙ୍ଗଳବାର ଆଇଏଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ…
Read More...
Read More...