ଘଣ୍ଟ, ଶଙ୍ଖ, ମୃଦଙ୍ଗ ତାଳରେ ମୁଖରିତ ବଡ଼ଦାଣ୍ଡ

ଭୁବନେଶ୍ୱର(ଓଡ଼ିଆ ନ୍ୟୁଜ୍‌): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଂଚଳ ଶ୍ରୀକ୍ଷେତ୍ର । ଘଣ୍ଟ, ଶଙ୍ଖ, ମୃଦଙ୍ଗ ତାଳରେ କମ୍ପୁଛି ବଡଦାଣ୍ଡ। ଲୀଳାମୟ ପୁରୁଷ ଶ୍ରୀଜଗନ୍ନାଥଙ୍କ ଏହି ଗୁଣ୍ଡିଚା ଯାତ୍ରା ଦେଖିବା ପାଇଁ ଲୋକାରଣ୍ୟ…
Read More...

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଶୋକ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଙ୍କ ଏକ ସଡକ ଦୁର୍ଘଟଣାରେ ପରଲୋକ ଖବର ଶୁଣି ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ସେ ତାଙ୍କ ଶୋକ ବାର୍ତ୍ତା ରେ…
Read More...

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ଜନ୍ମବେଦୀ ଯିବେ ଶ୍ରୀଜିଉ

ପୁରୀ(ଓଡ଼ିଆ ନ୍ୟୁଜ୍‌): ଆଜି ପବିତ୍ର ଘୋଷଯାତ୍ରା । କରୋନା ମହାମାରୀ ପରେ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହୋଇଛି ଭକ୍ତ ଓ ଭଗବାନଙ୍କର ମହାମିଳନ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ । ଏନେଇ ଭୋର…
Read More...

ଆରପାରିରେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା

ଭୁବନେଶ୍ଵର(ଓଡ଼ିଆ ନ୍ୟୁଜ): ଆରପାରିରେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା। ଶୁକ୍ରବାର ରଥଯାତ୍ରାରେ ଫଟୋ ଉଠାଇବା ପାଇଁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ପୁରୀ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟି ତାଙ୍କର ଦେହାନ୍ତ…
Read More...

କରୋନା ସଂକ୍ରମଣ ବୃଦ୍ଧି କାରଣରୁ BMCର ନିଷ୍ପତ୍ତି: ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ

ଓଡିଆ ନ୍ୟୁଜ୍(ବ୍ୟୁରୋ):  ରାଜଧାନୀକୁ ପୁଣି ଫେରିଲା ମାସ୍କ । ଭୁବନେଶ୍ୱରରେ ଏଣିକି ମାସ୍କ ବାଧ୍ୟତାମୂଳକ । ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଅନିବାର୍ଯ୍ୟ କରାଯାଇଛି । ଏହାସହ ୨ ମିଟର ସାମାଜିକ ଦୂରତା ରଖିବାକୁ…
Read More...

ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପଣ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କଲେ ରେଳମନ୍ତ୍ରୀ

ଓଡିଆ ନ୍ୟୁଜ୍(ବ୍ୟୁରୋ):   ମୋଦି ସରକାର ଆସିବା ପରେ ଓଡ଼ିଶା ବିଧାନସଭାରୁ ଗୃହ କମିଟିକୁ ରେଳ ଅନୁଦାନ ବଢ଼ାଇବା ଦାବୀ ପାଇଁ ଆଉ ଦିଲ୍ଲୀ ଯିବାକୁ ପଡ଼ୁନାହିଁ ବୋଲି ଗୁରୁବାର ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ଠାରେ କେନ୍ଦ୍ର ରେଳ…
Read More...

ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ଡେପୁଟି ସିଏମ୍ ହେବାକୁ ଦେବେନ୍ଦ୍ର ଫଡନାଭିସଙ୍କୁ ବିଜେପି କେନ୍ଦ୍ରୀୟ ନେତୃତ୍ୱର…

ମହାରାଷ୍ଟ୍ର ରାଜନୀତିରେ ପ୍ରତ୍ୟେକ ମୁହୂର୍ତ୍ତରେ ଏକ ନୂଆ ଟ୍ୱିଷ୍ଟ ଆସୁଛି | ପ୍ରଥମେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ପାଇଁ ଏକନାଥ ସିନ୍ଦେଙ୍କ ନାମ ଘୋଷଣା କରି ଆଶ୍ଚର୍ଯ୍ୟ କରିଥିଲା। ଏହା ପୂର୍ବରୁ ଦେବେନ୍ଦ୍ର ଫଡନାଭିସ୍…
Read More...

ରାଜସ୍ଥାନର କହ୍ନେୟାଲାଲ ହତ୍ଯା ପ୍ରତିବାଦ: କଟକରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ପକ୍ଷରୁ ବିରୋଧ ପ୍ରଦର୍ଶନ

ଓଡିଆ ନ୍ୟୁଜ୍(ବ୍ୟୁରୋ):  ରାଜସ୍ଥାନର ଉଦୟପୁରରେ ଦରଜୀ କହ୍ନେୟାଲାଲର ବର୍ବରୋଚିତ ହତ୍ଯା ପ୍ରତିବାଦରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଏବଂ ତହାର ଯୁବ ସଙ୍ଗଠନ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ କଟକ ବାଦାମବାଡି ଟ୍ରାଫିକ…
Read More...

ଲାଞ୍ଚ ନେଇ ଧରାପଡ଼ିଥିଲେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ବ୍ରହ୍ମପୁର (ଓଡ଼ିଆ ନ୍ୟୁଜ୍‌): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପାତ୍ରପୁର ବ୍ଲକ୍ ପଞ୍ଚାୟତ ନିର୍ବାହୀ ଅଧିକାରୀ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ର ପଞ୍ଚାୟତ ନିର୍ବାହୀ ଅଧିକାରୀ ହେଉଛନ୍ତି ରାଜେନ୍ଦ୍ର କୁମାର…
Read More...