ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଲେ ଶଙ୍କରାଚାର୍ଯ୍ୟ, କହିଲେ ତୀର୍ଥସ୍ଥଳୀକୁ ଭୋଗସ୍ଥଳୀର ପରିଣତ କରାନଯାଉ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦକୁ ନେଇ ଗତକାଲି ସବୁ ବର୍ଗର ଲୋକଙ୍କ ସହ ଆଲୋଚନା ପରେ ଆଜି ନିଜର ସ୍ପଷ୍ଟ ମତ ରଖିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ। ସେ କହିଛନ୍ତି ଯେ ‘ପୁରୀରେ ବିକାଶ…
Read More...
Read More...