ବର୍ଷାରେ ଫିକା ପଡ଼ିବ କି ରଜ !
ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଗତକାଲି ଦକ୍ଷିଣ ଓଡ଼ିଶାରେ ମୌସୁମୀ ଛୁଇଁବା ସହ ବର୍ଷା ହୋଇଛି । ଏହାସହ ରାଜ୍ୟର କେତେକ ଅଞ୍ଚଳରେ ମୌସୁମୀ ବର୍ଷା ଆରମ୍ଭ…
Read More...
Read More...