ଆମ ଓଡିଶା ନବୀନ ଓଡିଶା ତରଫରୁ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲିଜୁଡା ଠାରେ ଆମ ଓଡିଶା ନବୀନ ଓଡିଶା ତରଫରୁ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଆୟୋଜିତ | ସୂଚନା ଅନୁସାରେ ଶୁକ୍ରବାର ମଧ୍ୟାହ୍ନ ୧୨ ଟା ରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ |

ବାରିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତଥା ବଡ଼ସାହି ବ୍ଲକର ଗୁଡ଼ିଆଲବନ୍ଧ ପଞ୍ଚାୟତ ବାଲିଜୁଡା ଗ୍ରାମରେ “ଆମ ଓଡିଶା ନବୀନ ଓଡିଶା” ତରଫରୁ ଏକ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ କିଭଳି ହୋଇପାରିବ ସେନେଇ ରାଜ୍ୟ ସରକାରଙ୍କ ପ୍ରୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ଉପ ବାଚସ୍ପତି ସାନନ୍ଦ ମାରାଣ୍ଡିଙ୍କ ସମେତ ସ୍ଥାନୀୟ ସମସ୍ତ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.