ଓଡ଼ିଆ ନ୍ୟୁଜ୍: ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ୍ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା।ଏନେଇ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ।ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି ଘର ଦିଆଯିବ।ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଅନ୍ତଦ୍ୟୋୟ ଯୋଜନାରେ ଘର ବଣ୍ଟାଯିବ।ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ।ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡେ ପାଇବାକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ ଗରିବ ପରିବାରଙ୍କ ପାଇଁ ଆସିଛି ଖୁସି ଖବର ।
ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା। ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ ସରକାର । ପରେ ପର୍ୟ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ ।