ଓଡ଼ିଆ ନ୍ୟୁଜ୍: ଜୁନ ୨୦ରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ। ଏ ନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ।ଅପରାହ୍ନ ୩ଟାରେ ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯିବ। ଏହା ପରେ ତ୍ରିରଙ୍ଗା ଯାତ୍ରାରେ ସାମିଲ୍ ହେବା ପରେ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତକୁ ଦୃଷ୍ଟିରେ ରଖୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯିବ।