CPSE ୨୦୨୪ ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା

0

ଓଡ଼ିଆ ନ୍ୟୁଜ୍: CPSE- ୨୦୨୪ର ତୃତୀୟ ପେପର ପରୀକ୍ଷା ସୂଚୀ ବଦଳିଲା। CPSE-କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍‌ଜାମିନେସନ୍‌। ଅକ୍ଟୋବର ୪ର ତୃତୀୟ ପେପର ପରୀକ୍ଷା ଅକ୍ଟୋବର ୬କୁ ଘୁଞ୍ଚିଲା। ତୃତୀୟ ପେପର ଫିଜିକ୍ସ, କେମିଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ରେ ହେବ।ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ ଅପରାହ୍ନ ୧ଟା ଭିତରେ ହେବ। ପୂଜା ଭସାଣ ଦୃଷ୍ଟିରୁ ପରୀକ୍ଷା ସୂଚୀ ପରିବର୍ତ୍ତନ ନେଇ OPRBର ସୂଚନା। ମାତ୍ର ଅକ୍ଟୋବର ୫ର ଦୁଇଟି ପେପର ପରୀକ୍ଷା ପୂର୍ବ ସୂଚୀରେ ହେବ।

Leave A Reply

Your email address will not be published.