ପୁରୀରେ ପୋଲିସ ଛାଉଣୀ

0

ଓଡ଼ିଆ ନ୍ୟୁଜ୍: ପୁରୀରେ ସୁରକ୍ଷାକର୍ମୀ, ଡଗ୍ ସ୍କାର୍ଡର ଛାନଭିନ୍ । ଭାରତ-ପାକିସ୍ତାନ ଭିତରେ ସୃଷ୍ଟି ହୋଇଥିବା ଉତ୍ତେଜନା ଏବେ ଉଗ୍ର ରୂପ ଧାରଣ କରିଛି। ଯୁଦ୍ଧ ଘୋଷଣା ହୋଇ ନଥିଲେ ବି ଉଭୟ ଦେଶ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ଆରମ୍ଭ ହୋଇଛି ।

ଏଭଳି ପରିସ୍ଥିତିରେ ପୁରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଏହିକ୍ରମରେ ପୁରୀ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ମନ୍ଦିର ଚତୁଃପାର୍ଶ୍ବରେ ବୋମା ନିରୋଧି ଦଳ ତନତନ କରି ଯାଞ୍ଚ କରୁଛନ୍ତି।

Leave A Reply

Your email address will not be published.