ଦୟା ନଦୀ ପାଇଁ ଝାଡ଼ାବାନ୍ତି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

0

ଓଡ଼ିଆ ନ୍ୟୁଜ୍: କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ।ଦୟା ନଦୀ ପାଣି ବ୍ୟବହାର ଯୋଗୁ ବ୍ୟାପୁଛି ଝାଡ଼ାବାନ୍ତି।ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ସୂଚନା।ଜଟଣୀ ରାଣୀପୁରରେ ପହଞ୍ଚିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଟିମ୍ପ। ପୁରୀ ଜିଲା।କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର।

ସେ କହିଛନ୍ତି, ଲୋକେ ଦୟା ନଦୀର ପାଣି ବ୍ୟବହାର କରୁଥିବାରୁ ଝାଡ଼ାବାନ୍ତି ବ୍ୟାପଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଜଟଣୀ ରାଣୀପୁରରେ ପହଞ୍ଚିଛନ୍ତି। ନମୁନା ରିପୋର୍ଟ ଆସିବା ପରେ କାରଣ ଜଣାପଡ଼ିବ। ଏଥିସହିତ ଦୟା ନଦୀ ପାଣି ବ୍ୟବହାର ନ କରିବାକୁ ମାର୍ଗଦର୍ଶିକା ଜାରି କରାଯାଇଥିବାବେଳେ ରୋଷେଇ ଓ ପାନୀୟ ଭାବେ ଏହି ନଦୀର ଜଳକୁ ବ୍ୟବହାର ନ କରିବାକୁ ନିବେଦନ କରାଯାଇଛି।

Leave A Reply

Your email address will not be published.