ICC କମିଟି ନକଲେ ଦରମା ବନ୍ଦ: ପ୍ରଭାତୀ ପରିଡା

0

ଓଡ଼ିଆ ନ୍ୟୁଜ୍: ICC କମିଟି ନକଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ହେବ।ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସେ କହିଛନ୍ତି, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି। ଆଇସିସି କମିଟି ନ କଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ। ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.