PSU କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟ ସରକାରୀ PSU କର୍ମଚାରୀଙ୍କ ଡିଏ 2% ବଢ଼ିଲା।ବର୍ଦ୍ଧିତ ଡିଏ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ।ରାଜ୍ୟ କର୍ମଚାରୀଙ୍କ ଡିଏ ୫୩%ରୁ ବଢ଼ି ୫୫% ହେଲା।ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁଆରି ପହିଲା ଠାରୁ ଲାଗୁ ହେବ।

Leave A Reply

Your email address will not be published.