ଓଡ଼ିଆ ନ୍ୟୁଜ୍: PUCC ଅବଧି ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ବୃଦ୍ଧି କଲେ ସରକାର।ଏନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା। ଲୋକଙ୍କ ଅସୁବିଧାକୁ ଦେଖି ନିଷ୍ପତ୍ତି କହିଲେ ପରିବହନ ମନ୍ତ୍ରୀ। ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି।ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ବାନ କରୁଛୁ।ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ଅଗ୍ରାଧିକାର ଦେବୁ।ଗ୍ରୀନ୍ ଷ୍ଟିକର ବାଧ୍ୟତାମୂଳକ ନୁହେଁ, ଲଗାଇଲେ ଯାଞ୍ଚ ପାଇଁ ସୁବିଧା।ଯେଉଁମାନେ PUCC କରି ସାରିଛନ୍ତି, ସେମାନେ ଷ୍ଟିକର RTOରୁ ପାଇବେ।
ଲୋକଙ୍କ ଅସୁବିଧାକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି। ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ବାନ କରୁଛୁ। ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ଅଗ୍ରାଧିକାର ଦେବୁ। ଗ୍ରୀନ୍ ଷ୍ଟିକର ବାଧ୍ୟତାମୂଳକ ନୁହେଁ, ଲଗାଇଲେ ଯାଞ୍ଚ ପାଇଁ ସୁବିଧା । ଯେଉଁମାନେ PUCC କରି ସାରିଛନ୍ତି, ସେମାନେ ଷ୍ଟିକର RTOରୁ ପାଇବେ ବୋଲି ମନ୍ତ୍ରୀ କହିଛନ୍ତି।