ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା: ଗିରୀଶ ମୁର୍ମୁ

0

ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌। କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍‌।ଆଗକୁ ୱାକିଟକି ବ୍ୟବସ୍ଥା ହେବ କହିଲେ ସୁରକ୍ଷା ସବକମିଟି ମୁଖ୍ୟ।ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସୂଚନା।

ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ଆଲୋଚନା ହୋଇଛି। କେତେକ ଜିନିଷ ନିଜକୁ କରିବାକୁ ହେବ, ଆଉ କିଛି ସରକାର କରିବେ।କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା ପାଇଁ ହେବ। ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ।

Leave A Reply

Your email address will not be published.