ମହାପ୍ରଭୁଙ୍କୁ ରାତି ଅନିଦ୍ରା କରା ନ ଯାଉ

0

ଓଡ଼ିଆ ନ୍ୟୁଜ୍: ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ।ବିରୋଧ କରି ଗଜପତି ମହାରାଜା, ଆଇନ ମନ୍ତ୍ରୀ, ମୁଖ୍ୟ ପ୍ରଶାସକଙ୍କୁ ଚିଠି।ଚିଠି ଲେଖିଲେ ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ। ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ସମୀଚିନ ନୁହେଁ।ପ୍ରତିବର୍ଷ ଧର୍ମଶାସ୍ତ୍ରବିତ ଓ ସଂସ୍କୃତି ବିଶାରଦ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ତେଣୁ ଜାନୁଆରୀ ୧ ପାଇଁ ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନ ଯାଉ। ମହାପ୍ରଭୁଙ୍କ ସ୍ବାଭାବିକ ଦୈନନ୍ଦିନ ନୀତିକାନ୍ତିର ବ୍ୟବସ୍ଥା କରାଯାଉ।

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାବାକୁ ନିଷ୍ପତ୍ତି ନିଆଯାଇଛି । ହେଲେ ଏହାକୁ ବର୍ତ୍ତମାନ ବିରୋଧ କରାଯାଉଥିବା ଦେଖାଯାଇଛି । ବିରୋଧ କରି ଗଜପତି ମହାରାଜା, ଆଇନ ମନ୍ତ୍ରୀ, ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ ।ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ସମୀଚିନ ନୁହେଁ । ପ୍ରତିବର୍ଷ ଧର୍ମଶାସ୍ତ୍ରବିତ ଓ ସଂସ୍କୃତି ବିଶାରଦ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି । ତେଣୁ ଜାନୁଆରୀ ୧ ପାଇଁ ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନ ଯାଉ । ମହାପ୍ରଭୁଙ୍କ ସ୍ବାଭାବିକ ଦୈନନ୍ଦିନ ନୀତିକାନ୍ତିର ବ୍ୟବସ୍ଥା କରାଯାଉ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି ।

Leave A Reply

Your email address will not be published.