ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି

0

ଓଡ଼ିଆ ନ୍ୟୁଜ୍: ଆସନ୍ତାକାଲି ଚନ୍ଦ୍ରଗ୍ରହଣ। ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ। ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ। ରାତି ୨ଟାରେ ଦ୍ବାରଫିଟା ନୀତି ପରେ ଅନ୍ୟାନ୍ୟ ନୀତିକାନ୍ତି ଆରମ୍ଭ କରାଯିବ।ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋର୍ତିବିଦ ।

Leave A Reply

Your email address will not be published.