ବର୍ଷାରେ ଧୋଇଯିବ କି ହୋଲି ?

0

୦୯.୦୩. ୨୦୨୦ (ଓଡ଼ିଆ ନ୍ୟୁଜ ବ୍ୟୁରୋ ) : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ । ଗତକାଲି ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି l ଏହାସହ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବ l ଉକ୍ତ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ।”ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଗୋପାଳପୁର, ପୁରୀ ଓ ଚାନ୍ଦବାଲିରେ ବର୍ଷା ରେକର୍ଡ ହୋଇଛି। ବାଲେଶ୍ୱରରେ ୮. ୬ ମିମିମିଟର, ଚାନ୍ଦବାଲିରେ ୬. ୪, କୋରାପୁଟରେ ୯.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.