ଓଡ଼ିଆ ନ୍ୟୁଜ୍: ସ୍ବର୍ଗତଃ ରାଜୁ ଢୋଲକିଆଙ୍କ ପତ୍ନୀଙ୍କର ମର୍ମଭରା ଅଭିବ୍ୟକ୍ତି। ସ୍ବାସ୍ଥ୍ୟ ଖରାପ ଥିଲା ବେଳେ ବିଜେଡି ନେତାଏ ପଚାରିଲେନି। ଫୋନ୍ କଲେନି କି ହସ୍ପିଟାଲ୍ ଚିକିତ୍ସା ନେଇ ପଚାରିଲେନି।ଅସୁସ୍ଥତା ବେଳେ ନିଜ ଦଳର ସପୋର୍ଟ ଆତ୍ମବଳ ବଢ଼ାଏ, କିନ୍ତୁ କଲେନି। ବିଜେଡିର ଅଣଦେଖା ବେମାରୀର ଅନ୍ୟତମ କାରଣ।
ଆଜି ଏହି ଲୋକ ଆମ ପରିବାର ଉପରେ ଟିପ୍ପଣୀ କରୁଛନ୍ତି। ୨୪ ବର୍ଷ ଦଳ ସହ ରହିବା ପରେ ସମ୍ବେଦନଶୀଳ ରାଜନୀତି ଠିକ୍ ନୁହେଁ।ବିଜେଡିର ପ୍ରଚାରରେ ଆମ ପରିବାର ନାଁ ନେବାକୁ ବିରୋଧ କରୁଛୁ।ଟଙ୍କା ନେଇ ଅନ୍ୟଦଳକୁ ଯିବା ଆରୋପ ମିଥ୍ୟା, ବିକାଶ ପାଇଁ ମିଶ୍ରଣ।ଉତ୍ତରାଧିକାରୀ କିଏ ହେବ ପରିବାର ନିଷ୍ପତ୍ତି ନେବ, କୌଣସି ଦଳ ନୁହେଁ।