ଓଡ଼ିଆ ନ୍ୟୁଜ୍: ପ୍ରିମାଟ୍ରିକ୍ ସ୍କଲାରସିପ୍ରେ ଏଣିକି ମିଳିବ ୧୬ ହଜାର ଟଙ୍କା। ୧୦ ହଜାର ୫୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର।ଅନ୍ୱେଷା ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା।ପୋଷ୍ଟ ମାଟ୍ରିକ ସ୍କଲାରସିପ୍ରେ ଛାତ୍ରମାନଙ୍କୁ ୧୬ ହଜାର ଟଙ୍କା।ପୋଷ୍ଟ ମାଟ୍ରିକ ସ୍କଲାରସିପ୍ରେ ଛାତ୍ରୀମାନଙ୍କୁ ୧୭ ହଜାର ଟଙ୍କା।