୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି

0

ଓଡ଼ିଆ ନ୍ୟୁଜ୍: ମୋନ୍ଥା ପ୍ରଭାବ: ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି।ପ୍ରେସମିଟ୍‌ରେ ସୂଚନା ଦେଲେ SRC ଦେଓରଞ୍ଜନ ସିଂହ।ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି।ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲା ବାତ୍ୟା ଦ୍ୱାରା ପ୍ରଭାବିତ ହେବ ବୋଲି କହିଛନ୍ତି ସୁରେଶ ପୂଜାରୀ ।

ସେ କହିଛନ୍ତି ପ୍ରଭାବିତ ୮ ଜିଲ୍ଲା ରେ ୩୦ ତାରିଖ ଯାଏଁ ସମସ୍ତ ସ୍କୁଲ, ଅଙ୍ଗନୱାଡି ବନ୍ଦ ପାଇଁ ନିଷ୍ପତ୍ତି । ଅଙ୍ଗନୱାଡି ବନ୍ଦ ରହିବ କିନ୍ତୁ ଶୁଖିଲା ଖାଦ୍ୟ ଶିଶୁଙ୍କ ଘରକୁ ପଠାଯିବ । ବାତ୍ୟା ପ୍ରଭାବିତ ୮ ଜିଲ୍ଲାରେ ସବୁ ସରକାର କର୍ମଚାରୀଙ୍କ ଛୁଟି ବାତିଲ ।

Leave A Reply

Your email address will not be published.