ଓଡ଼ିଆ ନ୍ୟୁଜ୍:ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ହେଲେ ସ୍ନେହାଙ୍ଗିନୀ ଛୁରିଆ। ନିଯୁକ୍ତି ଦେଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ।୩ ବରିଷ୍ଠ ସାଧାରଣ ସଂପାଦିକା ଓ ୧୨ ସାଧାରଣ ସଂପାଦିକା ନିଯୁକ୍ତ।ସୁମିତ୍ରା ଜେନା, ରାଜଶ୍ରୀ ମଲ୍ଲିକ ଓ ଲେଖାଶ୍ରୀ ସାମନ୍ତସିଂହାର-ବରିଷ୍ଠ ସାଧାରଣ ସଂପାଦିକା।ସୁଲୋଚନା ଦାସ, ସୁଲତା ଦେଓ, ବର୍ଷା ସିଂ ବରିହା- ସାଧାରଣ ସଂପାଦିକା।ଶ୍ରର୍ମିଷ୍ଠା ସେଠୀ, ଶ୍ରୀମୟୀ ମିଶ୍ର,ଲୋପାମୁଦ୍ରା ବକ୍ସିପାତ୍ର- ସାଧାରଣ ସଂପାଦିକା। ମୀନତି ବେହେରା, କସ୍ତୁରୀ ମହାପାତ୍ର, ପଦ୍ମିନୀ ଦିଆନ୍- ସାଧାରଣ ସଂପାଦିକ।ଦୀପାଳି ଦାସ, ରଂଜିତା ସାହୁ ଓ ଗୀତାଞ୍ଜଳି ବସ୍ତିଆ ସାଧାରଣ ସଂପାଦିକା।