ବରିଷ୍ଠ ସାମ୍ବାଦିକ ପ୍ରଫେସର୍ ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବରିଷ୍ଠ ପ୍ରଫେସର ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କର ପରଲୋକ ଘଟିଛି। ଗତକାଲି ରାତ୍ର ୨.୧୦ ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୬୯ ବର୍ଷରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି।

ଗତକାଲି ରାତ୍ର ୨.୧୦ ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ମରଶରୀର ପୂର୍ବାହ୍ଣ ୧୦ଟା ବେଳେକୁ ବ୍ରହ୍ମପୁରରେ ପହଞ୍ଚିବ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ  ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

ସୂଚନାଯୋଗ୍ୟ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ  ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

Leave A Reply

Your email address will not be published.