ଶ୍ରୀ ଶ୍ରୀ ରବିଶଙ୍କର ମହାପ୍ରଭୁ ଙ୍କୁ ଦର୍ଶନ କଲେ

0

୦୭.୦୩.୨୦୨୦ ( ଓଡିଆ ନ୍ୟୁଜ ବ୍ୟୁରୋ):  ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଗତକାଲି ପୁରୀରେ ଏକ କାର୍ଯ୍ୟକ୍ରମରେ ଯୋଗଦାନ କରିବା ଅବସରରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଏହାସହ ଶ୍ରୀମନ୍ଦିର ସମ୍ମୁଖ ସୌନ୍ଦର୍ଯ୍ୟକୁ ବେଶ୍ ପ୍ରଶଂସା କରିଥିଲେ। ଶ୍ରୀଜିଉଙ୍କ ଦର୍ଶନ ପରେ ସେ ଅତ୍ୟନ୍ତ ଶାନ୍ତି ଅନୁଭବ କରିଛନ୍ତି ।  ଜିଲ୍ଲା ପ୍ରଶାସନ ପକ୍ଷରୁ ଉପ ଜିଲ୍ଲାପାଳ ଓ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କ ମଧ୍ୟ  ଉପସ୍ଥିତ ଥିଲେ l

Leave A Reply

Your email address will not be published.