ଓଡ଼ିଆ ନ୍ୟୁଜ୍: SI ପରୀକ୍ଷା ସ୍କାମ୍: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI। ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ୍ ଦାଖଲ। ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ। ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍।୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ୭ ଅଭିଯୁକ୍ତଙ୍କୁ CBI ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତ ଚାଲିଛି, ଆହୁରି ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ନେଇ ଦର୍ଶାଇଛି CBI।
୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ସେହିପରି ୭ ଅଭିଯୁକ୍ତଙ୍କୁ CBI ଗିରଫ କରି କୋର୍ଟ ଚାଲାଣ କରିଥିଲା।