ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ଦେହାନ୍ତ

0

ଅଭିନେତା ତଥା ବିଗ୍‌ ବସ୍‌ ୧୩ର ବିଜେତା ସିଦ୍ଧାର୍ଥ ଶୁକ୍ଲାଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୦ ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ଆଜି ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇର କୁପର ହସ୍ପିଟାଲ୍‌ରେ ସେ ଚିକିତ୍ସିତ ହେଉଥିଲେ।

Leave A Reply

Your email address will not be published.