୪ ପ୍ରତିଶତ ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି ।ଜୁଲାଇ ପହିଲା 2022 ରୁ ଏହା ପିଛିଲା ଭାବେ ଲାଗୁ ହେବ ।

Leave A Reply

Your email address will not be published.