ବିଜେଡି ଛାଡ଼ିଲେ ହରିଶଙ୍କର ରାଉତ

0

ଓଡ଼ିଆ ନ୍ୟୁଜ୍: ବିଜେଡି ଛାଡ଼ିଲେ ଛାତ୍ରନେତା ହରିଶଙ୍କର ରାଉତ।ଦଳ ଛାଡ଼ିବା ସହ ପାଣ୍ଡିଆନଙ୍କ ବିରୋଧରେ ବିଷୋଦଗାର କଲେ।ଛାତ୍ର ଓ ଯୁବ ସଭାପତି ଚୟନ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ହୋଇଛି। ଏବେବି ପାଣ୍ଡିଆନ ବିଜେଡିକୁ କବ୍‌ଜା କରି ରଖିଛନ୍ତି। ଅଣଓଡ଼ିଆ ହୋଇ ଦଳକୁ ପରିଚାଳନା କରୁଛନ୍ତି, ନବୀନ ଅନ୍ଧପୁଟୁଳି ବାନ୍ଧିଛନ୍ତି।

ପାଣ୍ଡିଆନଙ୍କ ଯୋଗୁଁ ଆଜି ଦଳର ଏ ସ୍ଥିତି, ନିର୍ବାଚନରେ ଲୋକେ ଜବାବ ଦେଲେ।ଏହା ସତ୍ତ୍ବେ ବି ନବୀନଙ୍କ ପାଣ୍ଡିଆନ ପ୍ରୀତି ଯାଇନି.। ବିଜେଡିରେ କୋଟେରୀ ଗ୍ରୁପ୍‌ କାମ କରୁଛି, କିଛି ବରିଷ୍ଠ ନେତା ଅଛନ୍ତି। ବ୍ୟୋମକେଶ ରାୟଙ୍କ ସହ କିଛି ବରିଷ୍ଠ ନେତା ଏଥିରେ ସାମିଲ୍ ଅଛନ୍ତି।ଏସବୁ ନେତା ପାଣ୍ଡିଆନଙ୍କ ଚାମଚା ସାଜିଛନ୍ତି ବୋଲି କହିଛନ୍ତି ହରିଶଙ୍କର ରାଉତ।

Leave A Reply

Your email address will not be published.