ଆସନ୍ତା କାଲିଠୁ ସୁଭଦ୍ରା ଆବେଦନ

0

ଓଡ଼ିଆ ନ୍ୟୁଜ୍: ଆସନ୍ତା କାଲିଠୁ ସୁଭଦ୍ରା ଆବେଦନ।୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ।ସୁଭଦ୍ରା ପୋର୍ଟାଲରେ ଅନଲାଇନ୍ ଆବେଦନ କରିପାରିବେ।ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଯେଉଁମାନେ ୨୦ରୁ ୨୧ ବର୍ଷରେ ପହଞ୍ଚିଲେ ସେମାନେ ଆବେଦନ କରିପାରିବେ।୨୧ ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀ ଭାବେ ଯୋଡ଼ି ହୋଇପାରିବେ।ଯେଉଁଠି ଆଚରଣ ବିଧି ଲାଗିଛି ସେ ଅଂଚଳକୁ ଛାଡ଼ି ଅନ୍ୟ ସମସ୍ତେ ପୋର୍ଟାଲ ବ୍ୟବହାର କରିପାରିବେ।

ସେମାନେ ଆସନ୍ତାକାଲି ଠାରୁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିଲେ ସେହି ମହିଳାମାନେ ସରକାରଙ୍କ ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ନୂଆ ଆବେଦନକାରୀମାନେ ଯୋଗ୍ୟ ବିବେଚିତ ହେଲେ ଆସନ୍ତା ମାର୍ଚ୍ଚ ୮ ତାରିଖରେ ସେମାନଙ୍କୁ ସୁଭଦ୍ରା କିସ୍ତି ମିଳିବ।

 

Leave A Reply

Your email address will not be published.