୧୮ ସୁଦ୍ଧା ମିଳିବ ସୁଭଦ୍ରା କିସ୍ତି

0

ଓଡ଼ିଆ ନ୍ୟୁଜ୍: ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା। ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ବଡ ଘୋଷଣା। ୪ଲକ୍ଷ ୫୭ହଜାର ୬୮୧ମହିଳାଙ୍କୁ ସୁଭଦ୍ରା ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ।ନୂଆ ୧ ଲକ୍ଷ୭୮ ହଜାର୩୯୮ ଜଣ ପାଇବେ ପ୍ରଥମ କିସ୍ତି। ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାଙ୍କୁ ସାମିଲ କରାଯାଇଛି। ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ସାମିଲ କରାଯାଇଛି। ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତିର ଟଙ୍କା।୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ନୂଆ ଭାବେ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ପାଇବେ ପ୍ରଥମ କିସ୍ତି । ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି | ସେମାନେ ବି ଏକା ଥରକେ ପାଇବେ ଦୁଇଟି କିସ୍ତି | ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି | ମୋଟ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ।

Leave A Reply

Your email address will not be published.