ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା, ଏଇ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା

0

ଓଡ଼ିଆ ନ୍ୟୁଜ୍: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡାଙ୍କ ବଡ଼ ବୟାନ।ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା । ନୂଆ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର । ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥରେ ସାମିଲ୍ ।

ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି । ସେହିପରି ଅଭିଯୋଗ ଶୁଣାଣି ରେ ୨୪ହଜାର ୧୮ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି । ୨୫୦ କୋଟି ଟଙ୍କାର ସମାହାୟତା ରାଶି ଖାତାକୁ ଯିବ ।

Leave A Reply

Your email address will not be published.