ଓଡ଼ିଆ ନ୍ୟୁଜ୍:ଟେଷ୍ଟ ପରେ ଦିନିକିଆରେ ଶୁବମନ ଗିଲ୍ ନୂଆ ଅଧିନାୟକ ନିଯୁକ୍ତ।ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ଶୁବମନ ନେବେ ନେତୃତ୍ବ।ରୋହିତ ଶର୍ମାଙ୍କ ସ୍ଥାନରେ ଶୁବମନ ନେବେ ନେତୃତ୍ବ। ବିରାଟ କୋହଲି, ରୋହିତ ଶର୍ମା ମଧ୍ୟ ଦଳରେ ସାମିଲ୍ ଅଛନ୍ତି।ଆହତ କାରଣରୁ ରିଷଭ ପନ୍ତ ଦଳରୁ ବାଦ୍ ପଡ଼ିଛନ୍ତି।
ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆ
ଶୁବମନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, ଶ୍ରେୟସ ଆୟର (ଉପ-ଅଧିନାୟକ), ଅକ୍ଷର ପଟେଲ, କେଏଲ ରାହୁଲ (ଉଇକେଟକିପର), ନୀତିଶ କୁମାର ରେଡ୍ଡୀ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ହର୍ଷିତ ରାଣା, ମହମ୍ମଦ ସିରାଜ, ଅର୍ଶଦୀପ ସିଂହ, ପ୍ରସିଦ୍ଧ କୃଷ୍ଣ, ଧ୍ରୁବ ଜୁରେଲ (ଉଇକେଟକିପର), ଏବଂ ଯଶସ୍ବୀ ଜୟସୱାଲ।