ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା । ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା । ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ।  ଦଳରେ ତାଙ୍କୁ କୋଣଠେସା କରାଯାଇଥିବାରୁ ସେ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି।

ସାଧାଣ ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ଇସ୍ତଫା ଦେଲି ବୋଲି ନିଜର ପ୍ରତିକ୍ରିୟାରେ କହିଛନ୍ତି ସୁଜିତ କୁମାର। ମମତା ମହାନ୍ତଙ୍କ ପରେ ସୁଜିତ କୁମାର ହେଉଛନ୍ତି ଦ୍ବିତୀୟ ବିଜେଡି ରାଜ୍ୟସଭା ସାଂସଦ ଯିଏ ଦଳ ଛାଡ଼ିଛନ୍ତି। ଏହାପରେ ସୁଜିତ କୁମାର ବିଜେପିରେ ଯୋଗ ଦେଇପାରିନ୍ତି ବୋଲି ଚର୍ଚ୍ଚା ହେଉଛି।

ପୂର୍ବରୁ ତାଙ୍କୁ ଗୁରୁତ୍ବପୂର୍ଣ୍ଣ ‘କମିଟି ଅନ୍ ପିଟିସନ୍ସ’ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ପଦ ମିଳିଥିଲା। ବିଜେଡି ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କୁ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା। ବିଜେଡିରୁ ବହିଷ୍କାର ପରେ ବିଜେପି ଅଫିସରେ ସୁଜିତ କୁମାର ।

Leave A Reply

Your email address will not be published.