ଓଡ଼ିଆ ନ୍ୟୁଜ୍: ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ। ସୁନ୍ଦରଗଡ଼ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ।ସୁନ୍ଦରଗଡ଼ ସମେତ ବାଲେଶ୍ୱର ଚୂନଭାଟି ମଣ୍ଡପରେ ରେଡ୍।
ବାଲେଶ୍ୱର ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ର ୩ ଜଣ ଡିଏସପି( DSP), ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲ୍ଲାର ନିମ୍ନଲିଖିତ ୫ଟି ସ୍ଥାନରେ ଏକକାଳୀନ ଘର ତଲାସୀ କରାଯାଉଛି।