ଓଡ଼ିଆ ନ୍ୟୁଜ୍: ପିଏମ୍ ଆବାସ ଯୋଜନାରେ ଘର ପାଇଁ ମିଳିବ ମାଗଣା ବାଲି।ଘର ତିଆରି ପାଇଁ ୨ ଟ୍ରାକ୍ଟର୍ ବାଲି ଦେବେ ରାଜ୍ୟ ସରକାର।ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।ପିଏମ୍ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ମିଳିବ।
ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍ ବାଲି ଦେବେ ବୋଲି ନିଷ୍ପତ୍ତି ହୋଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏନେଇ ପରମିଟ ଇସ୍ୟୁ ହେବ, ଡ୍ରାଫ୍ଟ ପ୍ରସ୍ତୁତ ହୋଇଛି। ବାଲି ଉଠାଣ ପାଇଁ ହାଇଓ୍ବା ବଦଳରେ ଅନ୍ୟ ଗାଡ଼ି ବ୍ୟବହାର ହେବ ବୋଲି ମନ୍ତ୍ରୀ କହିଛନ୍ତି।