Browsing Tag

#accident #bike #odianews

ପୋଲ ତଳକୁ ବାଇକ୍ ଖସି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ପୋଲ ତଳକୁ ବାଇକ୍ ଖସି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଶହୀଦ ମିନାର ନିକଟ ଟୁରି ନଦୀରେ ନିର୍ମାଣାଧୀନ ପୋଲ ତଳକୁ ଏକ ବାଇକ୍‌ ଖସି ୨ ଜଣଙ୍କ ମୃତ୍ୟୁ ହୋଇଛି। …
Read More...