ଆଜି ଠାରୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ ହେବ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଠାରୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ ହେବ । ଏଏସଆଇ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯିବ । ନାଟମଣ୍ଡପ ବିମରେ ଫାଟ ସୃଷ୍ଟି ହେବା ପରେ ଏହାର ମରାମତି ନେଇ ଏଏସଆଇ ପକ୍ଷରୁ…
Read More...
Read More...