Browsing Tag

#baleswar #odianews

ବାଲେଶ୍ୱର ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ସାମ୍ବାଦିକ ସମ୍ମିଳନୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ୱର ଜିଲ୍ଲାରେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଆଜି ଅପରାହ୍ନ ଘ. ୪ ଟା ସମୟରେ ସ୍ଥାନୀୟ ସଦ୍ଭାବନା ସଭାଗୃହଠାରେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଆରକ୍ଷୀ…
Read More...

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୋଖରୀରେ ବୁଡ଼ି ଯୁବକଙ୍କ ମୃତ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅଧିନ ସାରକୋଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତ ଯୁବକ…
Read More...

ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୫ ସମ୍ବନ୍ଧୀୟ ବୈଠକ ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ୱର ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷଠାରେ ଆଜି ଅପରାହ୍ନ ସମୟରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସୁଧାକର ନାୟକଙ୍କ ଅଧ୍ୟକ୍ଷତାରେ ସମସ୍ତ ରାଜନୈତିକ ଦଳମାନଙ୍କ ପ୍ରତିନିଧିଙ୍କ…
Read More...

ଶବ ଖୋଜୁଛି ବାପାର ପରିଚୟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ଵର ଜିଲା ସୋର ରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା ପୋଖରୀରେ ଗାଧୋଉ ଥିବା ବେଳେ ବୁଡିଯାଇ ପୁଅର ମୃତ୍ୟୁ ହୋଇଯାଇଥିଲା। ଶବ ବ୍ୟବଚ୍ଛେଦ ବେଳେ ବିବାଦ ଜନ୍ମିଲା। ପୁଅକୁ ନିଜର ଦାବିଦାର…
Read More...

ସେପ୍ଟେମ୍ବର ମାସର ପ୍ରଥମ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ବାଲେଶ୍ୱର ଜ଼ିଲ୍ଲା ସଦରମହକୁମାଠାରେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ ଆଜି…
Read More...

ଗଣେଶ ପୂଜା ପାଇଁ ବାଲେଶ୍ୱର ଜିଲ୍ଲା ପ୍ରଶାସନର ଶାନ୍ତି କମିଟି ବୈଠକ

ଆସନ୍ତା ଗଣେଶ ପୂଜାକୁ ଶାନ୍ତିଶୃଙ୍ଖଳାର ସହିତ ପାଳନ ନିମନ୍ତେ ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଶାନ୍ତି କମିଟି ବୈଠକ ଆଜି ଅପରାହ୍ନ ୫ ଘଟିକା ସମୟରେ ସ୍ଥାନୀୟ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ…
Read More...

ମନ୍ମଥ-ମନୋଜ ସ୍ମାରକୀର ପରିଚାଳନା କମିଟି ବୈଠକ ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ୱର ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ସକାଳ ଘ. ୧୧ ମି ସମୟରେ ଶଙ୍ଖାରିସ୍ଥିତ ମନ୍ମଥ-ମନୋଜ ସ୍ମାରକୀର କାର୍ଯ୍ୟକାରିତା…
Read More...

ଭିଜିଲାନ୍ସ ହାତରେ କୋଟିପତି କନିଷ୍ଠ କିରାଣୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲେଶ୍ୱର ଶିକ୍ଷା ବିଭାଗର ଜଣେ କୋଟିପତି କନିଷ୍ଠ କିରାଣୀ।ବିପୁଳ ପରିମାଣରେ ସମ୍ପତ୍ତି ଠାବ।ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ…
Read More...

ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ। ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।…
Read More...

ଶ୍ରାବଣ ମାସର ପ୍ରଥମ ସୋମବାର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର | ଏ ନେଇ ବଡି ଭରରୁ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁ ଓ କାଉଡିଆ ମାନଙ୍କ ସମାଗମ ହୋଇଛି| ଦେବାଦୀ ଦେବ ମହାଦେବଙ୍କୁ ନିଜର ମନସ୍କାମନା ପୂରଣ ପାଇଁ ଜଳାଭିଷେକ…
Read More...